ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେଲେ ଚକ୍ରଧର ତ୍ରିପାଠୀ

By

Published : Sep 14, 2022, 7:47 AM IST

thumbnail

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି ପ୍ରଫେସର ଚକ୍ରଧର ତ୍ରିପାଠୀ । ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରଫେସର ତ୍ରିପାଠୀ ବର୍ତ୍ତମାନ ଶାନ୍ତିନିକେତନ ସ୍ଥିତ ବିଶ୍ଵଭାରତୀ ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି । ପୂର୍ବତନ କୁଳପତି ପ୍ରଫେସର ରାମବ୍ରହ୍ମମଙ୍କ ଦେହାନ୍ତ ପରେ କିଛି ବର୍ଷ ଧରି ପଦବୀ ଖାଲି ରହିଥିଲା ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.