Independence Day, ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇଲେ ଛାତ୍ରଛାତ୍ରୀ

By

Published : Aug 15, 2022, 8:00 PM IST

thumbnail

ରାଇରଙ୍ଗପୁର ସହରରେ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ରାଇରଙ୍ଗପୁର ଗଢ଼ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସ୍ଥାନୀୟ ଲୋକ, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା । ସେଠାରେ ରାଇରଙ୍ଗପୁରର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ପ୍ରଭୁ ଦୟାଲ ଚୌବେ ଯିଏକି ୧୯୪୨ ମସିହାରେ ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିଲେ, ତାଙ୍କ ବଳିଦାନକୁ ମନେ ପକାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଇଟିଭି ଭାରତ, ରାଇରଙ୍ଗପୁର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.