ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚାର ତ୍ରିରଙ୍ଗା ଶୋଭାଯାତ୍ରା

By

Published : Aug 13, 2022, 7:38 AM IST

thumbnail

ସମ୍ବଲପୁର: ସ୍ବାଧିନତାର ଅମୃତ ମହୋତ୍ସବ ଅବସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ତ୍ରିରଙ୍ଗା ବାଇକ ଶୋଭଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମ୍ବଲପୁର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଶ୍ବିନୀ ମାଝୀଙ୍କ ନେତୃତ୍ବରେ ଏହି ବାଇକ ଶୋଭାଯାତ୍ରା ହୋଇଥିବା ବେଳେ ଏଥିରେ ରେଙ୍ଗାଲି ବିଧାୟକ ନାଉରୀ ନାଏକଙ୍କ ସହ ଜିଲ୍ଲା ସଭାପତି ଗିରିଶ ପଟେଲ ଓ ବହୁ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ । ସମ୍ବଲପୁର ଧନୁପାଲିରୁ ଆରମ୍ଭ ହୋଇଥିବା ଏହି ବାଇକ ରାଲି ବୁର୍ଲା, ହୀରାକୁଦ ସହର ଦେଇ ଗୋଶାଳା ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.